ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ଗୁରୁତର ଆହତ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଭୁବନେଶ୍ୱର-ପୁରୀ ୩୧୬ ନମ୍ୱର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଉତ୍ତରା ପେଟ୍ରୋଲ ପମ୍ପ ନିକଟରେ ଏକ କାର ଭରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ୪୨ ହଜାର କେଭି ବିଦ୍ୟୁତ୍‌ ଟାୱାରରେ ପିଟି ହୋଇଥିବା ଜଣାପଡ଼ିଛି । ଫଳରେ ଦୁର୍ଘଟଣାରେ ଦୁଇ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣା ସ୍ଥଳରେ ଉତ୍ତରା ଫାଣ୍ଡି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି ।

Related Posts