ବ୍ରହ୍ମପୁର ଏମ୍କେସିଜି ମେଡ଼ିକାଲ ଛାତ୍ରାବାସରେ ଅଗ୍ନିକାଣ୍ଡ ହୋଇଛି । ଏଥିରେ ହଷ୍ଟେଲରେ ଥିବା ବିଭିନ୍ନ ସାମଗ୍ରୀ ପୋଡ଼ି ନଷ୍ଟ ହୋଇଯାଇଛି ।
ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡରୁ ୨୦ ଜଣ ଡାକ୍ତର ଅଳ୍ପକେ ବର୍ତ୍ତି ଯାଇଛନ୍ତି ।