କଣ୍ଟାବାଞ୍ଜି ଡାକ୍ତରଖାନା ଅବ୍ୟବସ୍ଥା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

କଣ୍ଟାବାଞ୍ଜି : ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ। କଣ୍ଟାବାଞ୍ଜି ଡାକ୍ତରଖାନା ଅବ୍ୟବସ୍ଥା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ ବନ୍ଦ ରହିଛି କଣ୍ଟାବାଞ୍ଜି । ଗତ ଦୁଇ ଦିନ ହେଲା କଣ୍ଟାବାଞ୍ଜି ଡାକ୍ତରଖାନା ସମ୍ମୁଖରେ ପ୍ରେସ କ୍ଳବ ଅନଶନରେ ଜାରି ରହିଥିବା ବେଳେ, ଆଜି ବନ୍ଦ ଡାକରା ଦିଆଯାଇଛି ।

ଆଉ ୪୮ ଘଣ୍ଟାର ଅନଶନ ପରେ ପ୍ରେସ କ୍ଳବ ପକ୍ଷରୁ ବନ୍ଦ ଡାକରା ଦିଆଯାଇଛି । ବନ୍ଦ ଯୋଗୁଁ ଦୋକାନ ବଜାର ଖୋଲିନାହିଁ । ସରକାରୀ-ବେସରକାରୀ କାର୍ଯ୍ୟାଳୟ, ସ୍କୁଲ କଲେଜ ମଧ୍ୟ ବନ୍ଦ ରହିବ। ତେବେ ବସ୍ ଚଳାଚଳ ସ୍ୱାଭାବିକ ରହିବ ବୋଲି କୁହାଯାଇଛି ।

Related Posts