ଇସଲାମାବାଦ: ପାକିସ୍ତାନରେ ଏକ ବଡ଼ ଦୁର୍ଘଟଣା ଘଟିଛି।ବାଲୁଚିସ୍ତାନରେ ଏକ ସୈନ୍ୟବାହିନୀ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଜିଓ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଏହି ଦୁର୍ଘଟଣାରେ ଦୁଇ ସେନା ମେଜରଙ୍କ ସମେତ ୬ଜଣଙ୍କ ମୃତ୍ୟୁ ଘଟିଛି ।