ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନକଲେ ମୋଦୀ

ଭୁବନେଶ୍ୱର,୨୦/୫(ସତ୍ୟପାଠ ବ୍ୟୁରୋ):  ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନକଲେ ପ୍ରଧାନମନ୍ତ୍ରୀ ମୋଦୀ । ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଥିଲା । ଏହାସହ ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା ହୋଇଥିଲା । ଶ୍ରୀଜୀଉଙ୍କୁ ଦର୍ଶନ କରିବା ପରେ ପୁରୀ ସହହରରେ ରୋଡ ଶୋ’ କରୁଛନ୍ତି ମୋଦୀ । ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

Related Posts