ନବୀନ VS ପିତାମ୍ବର

ହିଞ୍ଜିଳିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାମ୍ନା କରିବେ ବିଜେପି ପ୍ରାର୍ଥୀ ପୀତାମ୍ବର ଆଚାର୍ଯ୍ୟ । ଚତୁର୍ଥ ପର୍ଯ୍ୟାୟ ତାଲିକାରେ ହିଞ୍ଜିଳି ବିଧାନସଭା ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ପୀତାମ୍ବର ଆଚାର୍ଯ୍ୟଙ୍କୁ ନବୀନଙ୍କ ବିରୋଧରେ ଛିଡ଼ା କରିଛି ବିଜେପି ।  ବିଜେଡିର ଗଡ଼ କୁହାଯାଉଥିବା ହିଞ୍ଜିଳିରେ ପତାମ୍ବରଙ୍କ ଭଳି ପ୍ରାର୍ଥୀ ଦେଇ ବିଜେପି କଡା ଟକ୍କର ଲାଗି ଯୋଜନା କରିଛି ।  ଅନେକ ଆଲୋଚନା ପରେ ଏହି ନାଁ ଘୋଷଣା ହୋଇଥିବା କଥା ସ୍ପଷ୍ଟ ହେଉଛି ।

Related Posts