
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପରେ , କିନ୍ତୁ ରାଜ୍ୟ ତଳେ କାହିଁକି ବୋଲି କଂଗ୍ରେସ ପକ୍ଷରୁ ପ୍ରଶ୍ନ କରାଯାଇଛି । ସୁଶାସନରେ ଓଡ଼ିଶାର ୧୪ତମ ସ୍ଥାନକୁ ନେଇ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି । ଏଥିସହ ମୁଖ୍ୟମନ୍ତ୍ରୀ, ୫-ଟି ସଚିବ ଓ ମନ୍ତ୍ରୀମାନଙ୍କୁ ନେଇ ମଧ୍ୟ କଂଗ୍ରେସ ପ୍ରଶ୍ନ କରିଛି ।