ନବୀନଙ୍କ ନୂଆ ଟିମରେ ଶପଥ ନେଲେ ପ୍ରତାପ ଦେବ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ନବୀନଙ୍କ ନୂଆ ଟିମରେ ଶପଥ ନେଲେ ପ୍ରତାପ ଦେବ । ସେପଟେ ୨୦୧୭ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ପ୍ରତାପ । ଆଉ ୨୦୧୯ରେ ଆଳି ବିଧାନସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିଲେ ପ୍ରତାପ ଦେବ । ତେବେ ପ୍ରତାପ ଦେବ ନବୀନଙ୍କ ନୂଆ ଟିମର କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ।

ତେବେ ଲୋକସେବା ଭବନର କନଭେକ୍ସନ ହଲରେ ପଦ ଓ ଗୋପନୀୟତାର ଶପଥପାଠ କରାଇଲେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟର ରାଜନୈତିକ ମାହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts