ଝାରପଡ଼ା ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଝାରପଡ଼ା ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ । ତେବେ ବାଲେଶ୍ୱର ଅଞ୍ଚଳର ମିହିର ସାହାଉଦ୍ଦିନଙ୍କ ମୃତ୍ୟୁ ହୋଇଛି । ସେ ୨୦୧୭ରୁ ସିବିଆଇ ଦ୍ୱାରା ଗିରଫ ହୋଇ ଜେଲରେ ଥିଲେ ।

ଆଜି ଶୌଚ ପାଇଁ ଯାଇଥିବା ବେଳେ ସେଠାରେ ପଡ଼ି ଯାଇଥିଲେ । ଗୁରୁତର ଅବସ୍ଥାରେ ତାଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି ।

Related Posts