ଭିଜିଲାନ୍ସ ପଞ୍ଝାରେ କୋଟିପତି ଦିଦି

ଭୁବନେଶ୍ୱର ୟୁନିଟ୍-୬ ସିଟି ସ୍କୁଲର ଜଣେ ସହକାରୀ ଶିକ୍ଷୟିତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ ଜାରି । ଶିକ୍ଷୟିତ୍ରୀ ତିଳୋତ୍ତମା ମହାନ୍ତି ଘରୁ ବହୁ ଗୁରୁତ୍ବପୁର୍ଣ୍ଣ କାଗଜପତ୍ର ସହ ୯ଟି ପ୍ଲଟ, ୨ଟି ଘର, ବ୍ୟାଙ୍କ ବାଲାନ୍ସ ସହ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ

Related Posts