ବ୍ରହ୍ମପୁର :ଭିଜିଲାନ୍ସ ଜାଲରେ କ୍ରୀଡା ଶିକ୍ଷକ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ କ୍ରୀଡା ଶିକ୍ଷକ ଜନାର୍ଦନ ସାହୁଙ୍କ ବାସଭବନରେ ଭିଜିଲାନ୍ସ ରେଡ଼ କରିଛି ।
ପାତ୍ରପୁର ବ୍ଲକ ଜୟନ୍ତିପୁର ଦିବ୍ୟସିଂହ ବିଦ୍ୟାପୀଠ ଉଚ୍ଚ ବିଦ୍ୟାଳୟର ଶିକ୍ଷକ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ । ବ୍ରହ୍ମପୁର ଅନନ୍ତନଗରସ୍ଥିତ ବାସଭବନ , ପେଟ୍ରୋଲ ପମ୍ପ ସମେତ ଜୟନ୍ତୀପୁରସ୍ଥିତ ନିଜ ପୈତୃକ ବାସଭବନ ସମେତ ଏକକାଳୀନ ୮ଟି ସ୍ଥାନରେ ଚାଲିଛି ଚଢାଉ ।
ତେବେ ଚଢ଼ାଉ ସମୟରେ କେତେ ସଂପତ୍ତି ଜବତ ହୋଇଛି ସେନେଇ କିଛି ତଥ୍ୟ ମିଳିନାହିଁ ।