ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ୧ ଲକ୍ଷ ୭୮ ହଜାର ୭୮୨ ଛାତ୍ରଛାତ୍ରୀ ମନୋନୀତ କଳା, ବିଜ୍ଞାନ ଓ ବାଣିଜ୍ୟରେ ରେଭେନ୍ସା ପ୍ରଥମ June 22, 2026 | 12:30 PM120