ଘୋଷଣା ହେଲା ବିଜେଡିର ସପ୍ତମ ପ୍ରାର୍ଥୀ ତାଲିକା; କାକଟପୁର ତୁଷାରକାନ୍ତି ଓ ହିନ୍ଦୋଳରୁ ମହେଶ…

ଭୁବନେଶ୍ୱର,୨୨/୪(ସତ୍ୟପାଠ ବ୍ୟୁରୋ): ଘୋଷଣା ହେଲା ବିଜୁ ଜନତା ଦଳ ତରଫରୁ ସପ୍ତମ ବିଧାନସଭା ପ୍ରାର୍ଥୀ ତାଲିକା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ତାଲିକାରେ ଆଉ ୬ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ଆସନ୍ତୁ ଜାଣିବା କିଏ କେଉଁଠାରୁ ପାଇଛନ୍ତି ଟିକେଟ…

ହିନ୍ଦୋଳ- ମହେଶ ସାହୁ

ରଘୁନାଥପଲ୍ଲୀ- ଅର୍ଚ୍ଚନା ବେହେରା

ବାଲିକୁଦା ଏରସମା- ସାରଦା ପ୍ରସନ୍ନ ଜେନା

କାକଟପୁର- ତୁଷାରକାନ୍ତି ବେହେରା

ବାଙ୍ଗିରପୋଷି- ରଂଜିତା ମାରାଣ୍ଡି

ବରୀ- ବିଶ୍ବରଂଜନ ମଲ୍ଲିକ

Related Posts