ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା । ରୁଖୁରୁରେ ପରୀକ୍ଷା ସମାପନ କରିବା ପାଇଁ ଜିଲ୍ଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନ ସହ ଆଲୋଚନା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ପରୀକ୍ଷା କେନ୍ଦ୍ରରେ ଉପଯୁକ୍ତ ସୁରକ୍ଷା ଏବଂ ସୁପରିଚାଳନା ପାଇଁ ପରାମର୍ଶ ଦେଇଛନ୍ତି ସିଏସ୍‌ । ସମୀକ୍ଷା ବୈଠକରେ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀଙ୍କ ସହ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିବା ଜଣାପଡ଼ିଛି ।

Related Posts