ଆସିଲା ବିଜେପିର ୬ ବିଧାନସଭା ପ୍ରାର୍ଥୀ ତାଲିକା;ବାରବାଟୀରୁ ପୂର୍ଣ୍ଣଚନ୍ଦ୍ରଙ୍କୁ ଟିକେଟ ଦେଲା ଦଳ

ଭୁବନେଶ୍ୱର,୦୨/୫(ସତ୍ୟପାଠ ବ୍ୟୁରୋ):   ଆଉ ୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। ବାରବାଟୀ-କଟକରୁ ପୂର୍ଣ୍ଣଚନ୍ଦ୍ର ମହାପାତ୍ରଙ୍କୁ ପ୍ରାର୍ଥୀ କରିଛି ବିଜେପି। ସେହିପରି ଘସିପୁରାରୁ ଶମ୍ଭୁନାଥ ରାଉତ, ଭୋଗରାଇରୁ ଆଶିଷ ପାତ୍ର, ଭଣ୍ଡାରୀପୋଖରୀରୁ ସୁଧାଂଶୁ ନାୟକ, ବରୀରୁ ଉମେଶ ଜେନା ଓ ବେଗୁନିଆ ବିଧାନସଭା ଆସନରୁ ପ୍ରକାଶ ରଣବିଜୁଳିଙ୍କୁ ପ୍ରାର୍ଥୀ କରିଛି ବିଜେପି ।

Related Posts