ଶେଷ ହେଲା ମୌସୁମୀ ଅଧିବେଶନ; ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ହେଲା ବିଧାନସଭା

ଭୁବନେଶ୍ୱର (ସତ୍ୟପାଠ ବ୍ୟୁରୋ): ଶେଷ ହେଲା ମୌସୁମୀ ଅଧିବେଶନ । ଧାର୍ଯ୍ୟ କାର୍ଯ୍ୟସୂଚୀର ଦିନକ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରାଯାଇଛି । ମୌସୁମୀ ଅଧିବେଶନ ବେଶ ସରଗରମ ରହିଥିଲା । ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ ହୋଇଥିଲା ।

ଏହାସହିତ ଚଳିତ ଅଧିବେଶନରେ ବ୍ୟୟମଞ୍ଜୁରୀ ବିଲ୍ ସହ ସମୁଦାୟ ୧୨ଟି ବିଲ୍ ପାରିତ ହୋଇଛି । ୭ଟି କାର୍ଯ୍ୟଦିବସ ଏ ଅଧିବେଶନରେ ବସିଥିଲା । ବ୍ୟୟମଞ୍ଜୁରୀ ବିଲ୍ ସହ ସମୁଦାୟ ୧୨ଟି ବିଲ୍ ପାରିତ ହୋଇଛି ।

Related Posts