ବର୍ଷା ଏବଂ ବଜ୍ରପାତ ନେଇ ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ ବିଭାଗ

ଆଗାମୀ ୩ ଘଣ୍ଟା ମଧ୍ୟରେ ରାଜ୍ୟରେ 3ଟି ଜିଲ୍ଲା ରେ ବର୍ଷା ହେବ। ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ
ବର୍ଷା ଏବଂ ବଜ୍ରପାତ ନେଇ ରାଜ୍ୟର ୩ଟି ଜିଲ୍ଲାକୁ ସତର୍କ ସୂଚନା ଜାରି ହୋଇଚି । ଆଗାମୀ ୩ ଘଣ୍ଟା ମଧ୍ୟରେ ବର୍ଷା ଏବଂ ବଜ୍ରପାତ ନେଇ ତିନି ଜିଲ୍ଲା ଅନୁଗୁଳ, ଢେଙ୍କାନାଳ ଏବଂ ବୌଦ୍ଧ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

ଏହି ତିନିଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ଏବଂ ବଜ୍ରପାତ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Related Posts