ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରିକ୍ଷା ଫଳ Published Date: August 10, 2020 ଆସନ୍ତା ୧୨ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ପରିକ୍ଷା ଫଳ । ୧୨ ତାରିଖ ଦିନ ଦିନ ୧୨.୩୦ ସମୟରେ ପରିକ୍ଷା ଫଳ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଏହା ସହିତ ଅଗଷ୍ଟ ତୃତୀୟ ସପ୍ତାହରେ ବାଣିଜ୍ୟ ଏବଂ ଶେଷ ସପ୍ତାହରେ କଳା ବିଭାଗର ଫଳ ପ୍ରକାଶ ପାଇବ ।