ଜାରି ରହିଛି ଗ୍ରୀଷ୍ମପ୍ରବାହ; ୩ ଦିନ ପାଇଁ ସମସ୍ତ ସ୍କୁଲ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭/୪(ସତ୍ୟପାଠ ବ୍ୟୁରୋ):  ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ୩ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି। ଏପ୍ରିଲ ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟଳୟଗୁଡିକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି।

Related Posts