ଆସନ୍ତା ୨୫ ରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର,୨୧/୪(ସତ୍ୟପାଠ ବ୍ୟୁରୋ):  ଆସନ୍ତା ଏପ୍ରିଲ୍ ୨୫ ତାରିଖରେ ଓଡ଼ିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସେହିଦିନ ସୋନପୁରରେ ଜନସଭାକୁ ସମ୍ବୋଧନ କରିବର କାର୍ଯ୍ୟକ୍ରମ ଥିବା ନେଇ ଆଜି ସୂଚନା ଦେଇଛନ୍ତି ବିଜେପିର ଉପସଭାପତି ଗୋଲକ ମହାପାତ୍ର। ସୋନପୁରରୁ ଫେରି ଅମିତ ଶାହ ଭୁବନେଶ୍ବରରେ ରାତ୍ରିଯାପନ କରିବେ। ସେ ଏଠାରେ ବିଜେପିର ପଦାଧିକାରୀଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବା ସହ ବିଜୟ ମନ୍ତ୍ର ଦେବେ।

Related Posts