(ସତ୍ୟପାଠ ବ୍ୟୁରୋ) ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ମାର୍ଶାଘାଇର ସୂଚନା ଅଧିକାରକର୍ମୀ ରଞ୍ଜନ ଦାସଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଛି । ଏହା ଏକ ଷଡ଼ଯନ୍ତ୍ର ବୋଲି ଅଭିଯୋଗ କରିଛି କଂଗ୍ରେସ ।


Copyright © 2026 Satya Patha