ବିଜେଡିରେ ମିଶିଲେ ଲେଖାଶ୍ରୀ

ଭୁବନେଶ୍ୱର, ୭/୪(ସତ୍ୟପାଠ ବ୍ୟୁରୋ): ବିଜେଡିରେ ମିଶିଲେ ଲେଖାଶ୍ରୀ ସାମନ୍ତସିଂହାର। ଶଙ୍ଖ ଭବନକୁ ଆସି ବିଜେଡିରେ ମିଶିଲେ ଲେଖାଶ୍ରୀ। କିଛି ସମୟ ପୂର୍ବରୁ ବିଜେପି ଛାଡ଼ିଥିଲେ ଲେଖାଶ୍ରୀ। ସୋସିଆଲ ମିଡିଆରେ ଇସ୍ତଫା ସୂଚନା ଦେଇଥିଲେ।

ସୋସିଆଲ ମିଡିଆ ଜରିଆରେ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ ଲେଖାଶ୍ରୀ। ବିଜେପିର ଉପସଭାପତି ପଦରେ ଥିଲେ ଲେଖାଶ୍ରୀ। ନିର୍ବାଚନ ଯେତେ ପାଖେଇ ଆସୁଛି ନେତାଙ୍କ ମଧ୍ୟରେ ବଢ଼ି ଚାଲିଛି ଦଳଡିଆଁ ପ୍ରତିଯୋଗିତା।

Related Posts